୨ ଥେସଲନୀକୀୟ 2:10 - ପବିତ୍ର ବାଇବଲ10 ଯେଉଁ ଲୋକମାନେ ହଜିଯାଇଛନ୍ତି, ସେମାନଙ୍କୁ ଠକିବାକୁ ଏହି ମନ୍ଦବ୍ୟକ୍ତି ପ୍ରତ୍ୟେକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସେମାନେ ସତ୍ୟକୁ ଭଲ ପାଇବା ପାଇଁ ଅସ୍ୱୀକାର କଲେ, ଯାହା ଦ୍ୱାର ସେମାନେ ଉଦ୍ଧାର ପାଇଥା’ନ୍ତେ। Ver Capítuloପବିତ୍ର ବାଇବଲ (Re-edited) - (BSI)10 କାରଣ ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ସେମାନେ ସତ୍ୟ ପ୍ରତି ଶ୍ରଦ୍ଧାଭାବ ବହି ନାହାନ୍ତି। Ver Capítuloଓଡିଆ ବାଇବେଲ10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି । Ver Capítuloପବିତ୍ର ବାଇବଲ (CL) NT (BSI)10 ଅନେକେ ତା’ର ଦୁରନ୍ତ ପ୍ରତାରଣାରେ ବିଭ୍ରାନ୍ତ ହୋଇ ବିନଷ୍ଟ ହେବେ। ଯେଉଁ ସତ୍ୟକୁ ଗ୍ରହଣ କରି ତା’ ପ୍ରତି ଆସକ୍ତ ହେବା ଦ୍ୱାରା ସେମାନେ ପରିତ୍ରାଣ ପାଇ ଥାଆନ୍ତେ, ତାହାକୁ ଉପେକ୍ଷା କରି ଥିବାରୁ ସେମାନଙ୍କର ଏହି ଦଶା ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ। Ver Capítulo |