୨ ତୀମଥି 4:17 - ପବିତ୍ର ବାଇବଲ17 ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି। Ver Capítuloପବିତ୍ର ବାଇବଲ (Re-edited) - (BSI)17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ କଲେ, ପୁଣି ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋʼ ଦ୍ଵାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ବିଜାତି ସମସ୍ତେ ତାହା ଶ୍ରବଣ କରି ପାରନ୍ତି; Ver Capítuloଓଡିଆ ବାଇବେଲ17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି; Ver Capítuloପବିତ୍ର ବାଇବଲ (CL) NT (BSI)17 କିନ୍ତୁ ଈଶ୍ୱରଙ୍କ ସାନ୍ନିଧ୍ୟ ଅନୁଭବ କରି ଅଣଇହୁଦୀମାନଙ୍କ ମଧ୍ୟରେ ଶୁଭ ବାର୍ତ୍ତା ସମ୍ୟକ୍ ପ୍ରଚାର କରିବା ପାଇଁ ମୁଁ ଯଥେଷ୍ଟ ଶକ୍ତି ପାଇଲି ଏବଂ ମୁଁ ପ୍ରାଣଦଣ୍ଡରୁ ମଧ୍ୟ ରକ୍ଷା ପାଇଲି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି; Ver Capítulo |