୨ ତୀମଥି 4:4 - ପବିତ୍ର ବାଇବଲ4 ଲୋକେ ସତକଥା ଶୁଣିବା ବନ୍ଦ କରିଦେବେ। ମିଛ କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କରିବାକୁ ସେମାନେ ଆରମ୍ଭ କରିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ। Ver Capítuloଓଡିଆ ବାଇବେଲ4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ । Ver Capítuloପବିତ୍ର ବାଇବଲ (CL) NT (BSI)4 ସତ୍ୟ ପ୍ରତି ବିମୁଖ ହୋଇ ସେମାନେ ମନଗଢ଼ା ଗଳ୍ପ କିମ୍ବଦନ୍ତୀ ଶୁଣିବାକୁ ବ୍ୟଗ୍ର ହେବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ। Ver Capítulo |