ପ୍ରେରିତ 28:10 - ପବିତ୍ର ବାଇବଲ10-11 ସେମାନେ ଆମ୍ଭକୁ ବହୁତ ଉପହାର ସହିତ ସମ୍ମାନ ଦେଲେ। ଆମ୍ଭେ ସେଠାରେ ତିନି ମାସ ପର୍ଯ୍ୟନ୍ତ ରହିଲୁ। ଆମ୍ଭେ ଜଳଯାତ୍ରାରେ ବାହାରିବା ସମୟରେ ସେମାନେ ଆମ୍ଭକୁ ଆବଶ୍ୟକୀୟ ଜିନିଷମାନ ମଧ୍ୟ ଦେଲେ। ଆମ୍ଭେ ତିନି ମାସ ପରେ ଆଲେକ୍ଜାଣ୍ଡ୍ରିୟା ନଗରୀରେ ଗୋଟିଏ ଜାହାଜରେ ଚଢ଼ି ପୁଣି ଯାତ୍ରା କଲୁ। ତା'ର ନାମ ମିଥୁନ ଥିଲା। ଏହି ଜାହାଜଟି ମେଲିତୀ ଦ୍ୱୀପରେ ଶୀତକାଳ ବିତାଇଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)10 ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ଵାରା ସମାଦର କଲେ, ପୁଣି ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ। Ver Capítuloଓଡିଆ ବାଇବେଲ10 ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ । Ver Capítuloପବିତ୍ର ବାଇବଲ (CL) NT (BSI)10 ସେମାନେ ଆମ୍ଭମାନଙ୍କୁ ଅନେକ ଉପହାର ଦେଲେ ଓ ଆମେ ସେଠାରୁ ଜାହାଜରେ ବସି ଚାଲିଯିବାବେଳେ ଆମ୍ଭମାନଙ୍କ ଯାତ୍ରା ପାଇଁ ଆବଶ୍ୟକ ସାମଗ୍ରୀ ସବୁ ସେମାନେ ଆଣି ଜାହାଜରେ ରଖି ଦେଇଗଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ। Ver Capítulo |