La Biblia Online

- Anuncios -




ପ୍ରେରିତ 28:27 - ପବିତ୍ର ବାଇବଲ

27 ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।’

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

27 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”

Ver Capítulo Copiar

ଓଡିଆ ବାଇବେଲ

27 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

27 କାରଣ ଏହି ଲୋକମାନେ ସ୍ଥୁଳ ବୁଦ୍ଧି, ସେମାନେ ନିଜ ନିଜର ଆଖି କାନ ବୁଜି ଦେଇଛନ୍ତି, ତାହା ହୋଇ ନ ଥିଲେ, ସେମାନେ ଆଖି ଖୋଲି ଦେଖିପାରିଥା’ନ୍ତେ ଓ କାନ ଦେଇ ଶୁଣିପାରିଥା’ନ୍ତେ। ସେମାନଙ୍କ ମସ୍ତିଷ୍କରେ ବୁଝିବା ଶକ୍ତି ଥାଆନ୍ତା; ସେମାନେ ଈଶ୍ୱରଙ୍କୁ ଆଡ଼କୁ ଫେରି ଯାଆନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରିଥାଆନ୍ତି’।”

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”

Ver Capítulo Copiar




ପ୍ରେରିତ 28:27

Síguenos en:

Anuncios


Anuncios