ପ୍ରେରିତ 28:9 - ପବିତ୍ର ବାଇବଲ9 ଏପରି ହେବାର ଦେଖି ଦ୍ୱୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ୟ ଆସି ସୁସ୍ଥ ହେଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଏହି ଘଟଣା ପରେ ସେହି ଦ୍ଵୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ; Ver Capítuloଓଡିଆ ବାଇବେଲ9 ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ; Ver Capítuloପବିତ୍ର ବାଇବଲ (CL) NT (BSI)9 ଏହି ଘଟଣା ପରେ ଦ୍ୱୀପର ରୋଗୀମାନେ ସମସ୍ତେ ପାଉଲଙ୍କ ନିକଟକୁ ଆସି ସୁସ୍ଥ ହେଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ; Ver Capítulo |