କଲସୀୟ 3:5 - ପବିତ୍ର ବାଇବଲ5 ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି। Ver Capítuloପବିତ୍ର ବାଇବଲ (Re-edited) - (BSI)5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି ପ୍ରତିମାପୂଜା ରୂପ ଲୋଭ, ଏହିସବୁ ପ୍ରତି ମୃତ ହୁଅ; Ver Capítuloଓଡିଆ ବାଇବେଲ5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ; Ver Capítuloପବିତ୍ର ବାଇବଲ (CL) NT (BSI)5 ତୁମ ଅନ୍ତରରେ କାର୍ଯ୍ୟରତ ଜାଗତିକ ପ୍ରବୃତ୍ତିଗୁଡ଼ିକ ଯଥା - କାମୁକତା, ଅଶୁଚିତା, ଇନ୍ଦ୍ରିୟାସକ୍ତି, ଦୁରଭିଳାଷ ଓ ଲୋଭକୁ ତୁମ୍ଭେମାନେ ବିନାଶ କର। ଲୋଭ ପ୍ରତିମା ପୂଜାର ଏକ ରୂପାନ୍ତର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ; Ver Capítulo |