କଲସୀୟ 4:17 - ପବିତ୍ର ବାଇବଲ17 ଆର୍ଖିପ୍ପଙ୍କୁ କୁହ: “ପ୍ରଭୁ ଯେଉଁ କାମ ତୁମ୍ଭକୁ ଦେଇଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହୋଇ କର।” Ver Capítuloପବିତ୍ର ବାଇବଲ (Re-edited) - (BSI)17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପନ୍ନ କରିବାକୁ ସାବଧାନ ହୋଇଥାଅ। Ver Capítuloଓଡିଆ ବାଇବେଲ17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ । Ver Capítuloପବିତ୍ର ବାଇବଲ (CL) NT (BSI)17 ଆଉ ଆର୍ଖିପ୍ପଙ୍କୁ କହିବ, “ପ୍ରଭୁଙ୍କ ସେବା କରିବା ପାଇଁ ତୁମକୁ ଯେଉଁ ଦାୟିତ୍ୱ ଦିଆଯାଇ ଥିଲା, ତାହା ନିଶ୍ଚିତ ରୂପେ ସମ୍ପନ୍ନ କର।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ। Ver Capítulo |