ଦାନିୟେଲ 1:14 - ପବିତ୍ର ବାଇବଲ14 ତେଣୁ ଗୃହରକ୍ଷୀ ଏ ବିଷୟରେ ଏକମତ ହୋଇ, ଦାନିୟେଲ, ହନାନିୟ, ମୀଶାୟେଲ ଏବଂ ଅସରିୟଙ୍କୁ ଦଶ ଦିନ ପର୍ଯ୍ୟନ୍ତ ପରୀକ୍ଷା କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସେ ଏ ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Ver Capítuloଓଡିଆ ବାଇବେଲ14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Ver Capítulo |