ଦ୍ଵିତୀୟ ବିବରଣ 1:20 - ପବିତ୍ର ବାଇବଲ20 ଏହା ପରେ ମୁଁ ତୁମ୍ଭମାନଙ୍କୁ କହିଲି, ‘ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଇମୋରୀୟମାନଙ୍କର ପର୍ବତମୟ ଦେଶ ଦେବେ, ସେହିଠାରେ ଆମ୍ଭେମାନେ ଏବେ ଉପସ୍ଥିତ। Ver Capítuloପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ। Ver Capítuloଓଡିଆ ବାଇବେଲ20 ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ। Ver Capítulo |