La Biblia Online

- Anuncios -




ଦ୍ଵିତୀୟ ବିବରଣ 1:23 - ପବିତ୍ର ବାଇବଲ

23 “ମୁଁ ଭାବିଲି ଏହା ଏକ ଉତ୍ତମ ଧାରଣା ଥିଲା। ତେଣୁ ମୁଁ ତୁମ୍ଭମାନଙ୍କର ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଜଣେ କରି ବାର ଜଣଙ୍କୁ ବାଛିଲି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

23 ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ; ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣ ନେଲୁ।

Ver Capítulo Copiar

ଓଡିଆ ବାଇବେଲ

23 ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।

Ver Capítulo Copiar




ଦ୍ଵିତୀୟ ବିବରଣ 1:23

Síguenos en:

Anuncios


Anuncios