ଦ୍ଵିତୀୟ ବିବରଣ 1:29 - ପବିତ୍ର ବାଇବଲ29 “ତେଣୁ ମୁଁ ତୁମ୍ଭମାନଙ୍କୁ କହିଲି, ‘ତ୍ରାସ କର ନାହିଁ କି ଭୟ କର ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)29 ତେବେ ମୁଁ ତୁମ୍ଭମାନଙ୍କୁ କହିଲି, ତ୍ରାସଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ। Ver Capítuloଓଡିଆ ବାଇବେଲ29 ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ। Ver Capítulo |