ଦ୍ଵିତୀୟ ବିବରଣ 1:36 - ପବିତ୍ର ବାଇବଲ36 କେବଳ ଯିଫୁନ୍ନିର ପୁତ୍ର କାଲେବ୍ ସେହି ଦେଶକୁ ଦେଖିବ। ମୁଁ କାଲେବ୍କୁ ସେହି ଦେଶ ଦେବି, ଯେଉଁ ଦେଶ ଦେଇ ସେ ଗଲା। ତାଙ୍କର ଭବିଷ୍ୟଦ୍ ବଂଶଧରମାନେ ମଧ୍ୟ ତାହା ପାଇବେ। କାରଣ କାଲେବ୍ ସଦାପ୍ରଭୁଙ୍କୁ ସମ୍ପୂର୍ଣ୍ଣଭାବରେ ଅନୁସରଣ କରୁଛନ୍ତି।’ Ver Capítuloପବିତ୍ର ବାଇବଲ (Re-edited) - (BSI)36 କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ; ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ। Ver Capítuloଓଡିଆ ବାଇବେଲ36 କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।” Ver Capítulo |