ଦ୍ଵିତୀୟ ବିବରଣ 1:44 - ପବିତ୍ର ବାଇବଲ44 କିନ୍ତୁ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ପଡ଼ିଲେ ଓ ସେମାନେ ମହୁମାଛି ପରି ସେମାନଙ୍କୁ ତଡ଼ି ଦେଲେ। ସେମାନେ ତୁମ୍ଭମାନଙ୍କୁ ସେୟୀରର ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)44 ଏନିମନ୍ତେ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ଦେଲେ ଓ ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ। Ver Capítuloଓଡିଆ ବାଇବେଲ44 କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ। Ver Capítulo |