La Biblia Online

- Anuncios -




ଉପଦେଶକ 10:16 - ପବିତ୍ର ବାଇବଲ

16 ହେ ଦେଖ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣଙ୍କ ପ୍ରଭାତରେ ଭୋଜନ କରନ୍ତି। ତେବେ ଏହା ତୁମ୍ଭ ପ୍ରତି ବହୁତ ଖରାପ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

16 ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।

Ver Capítulo Copiar

ଓଡିଆ ବାଇବେଲ

16 ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।

Ver Capítulo Copiar




ଉପଦେଶକ 10:16

Síguenos en:

Anuncios


Anuncios