La Biblia Online

- Anuncios -




ଉପଦେଶକ 11:8 - ପବିତ୍ର ବାଇବଲ

8 ତୁମ୍ଭେ ଆପଣା ଜୀବନର ପ୍ରତ୍ୟେକ ଦିନକୁ ଉପଭୋଗ କରିବା ଉଚିତ୍, ତୁମ୍ଭେ ଯେତେଦିନ ପର୍ଯ୍ୟନ୍ତ ଜୀବିତ ରହୁଛ। କିନ୍ତୁ ମନେରଖ, ନିଶ୍ଚିତରେ ତୁମ୍ଭେମାନେ ମରିବ। ମନେରଖ ଯେ ତୁମ୍ଭେମାନେ ଯେତେଦିନ ବଞ୍ଚିଛ ତା'ଠାରୁ ଅଧିକ ମୃତ ହୋଇ ରହିବ ଏବଂ ତୁମ୍ଭେମାନେ ସେହି ସମସ୍ତ ସମୟ ନିରର୍ଥକ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

8 ହଁ, ଯେବେ ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।

Ver Capítulo Copiar

ଓଡିଆ ବାଇବେଲ

8 ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।

Ver Capítulo Copiar




ଉପଦେଶକ 11:8

Síguenos en:

Anuncios


Anuncios