La Biblia Online

- Anuncios -




ଉପଦେଶକ 2:1 - ପବିତ୍ର ବାଇବଲ

1 ମୁଁ ନିଜକୁ ନିଜେ କହିଲି, “ମୋତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମୋତେ କ’ଣ ଦେଇ ପାରିବ, ମୋତେ ଦେଖିବାକୁ ଦିଅ।” କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ଆପଣା ମନେ ମନେ କହିଲି, ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ଵାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।

Ver Capítulo Copiar

ଓଡିଆ ବାଇବେଲ

1 ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”

Ver Capítulo Copiar




ଉପଦେଶକ 2:1

Síguenos en:

Anuncios


Anuncios