ଉପଦେଶକ 7:10 - ପବିତ୍ର ବାଇବଲ10 ପଗ୍ଭର ନାହିଁ, “କାହିଁକି ବର୍ତ୍ତମାନଠାରୁ ‘ଅତୀତ’ ଭଲ ଥିଲା?” ଯଦି ତୁମ୍ଭେ ଜ୍ଞାନୀ ହୋଇଥିବ ଏହା ପଗ୍ଭରିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Ver Capítuloଓଡିଆ ବାଇବେଲ10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Ver Capítulo |