ଉପଦେଶକ 7:16 - ପବିତ୍ର ବାଇବଲ16 ତୁମ୍ଭେମାନେ ନିଜକୁ ଅତି ଧାର୍ମିକ ବୋଲି ଦେଖାଅ ନାହିଁ। କିଅବା ଆପଣାକୁ ଅତି ଜ୍ଞାନୀ ବୋଲି ଦେଖାଇ ହୁଅ ନାହିଁ। କାହିଁକି ଏଥିରେ ତୁମ୍ଭେ ନିଜକୁ ବିନାଶ କରିବ? Ver Capítuloପବିତ୍ର ବାଇବଲ (Re-edited) - (BSI)16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ? Ver Capítuloଓଡିଆ ବାଇବେଲ16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ ? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ? Ver Capítulo |