ଏଫିସୀୟ 2:11 - ପବିତ୍ର ବାଇବଲ11 ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ” ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)11 ଅତଏବ, ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ଵନ୍ଧରେ ବିଜାତି ଥିଲ ଓ ଶାରୀରିକଭାବେ ହସ୍ତକୃତ ସୁନ୍ନତି ଲୋକମାନଙ୍କ ଦ୍ଵାରା ଅସୁନ୍ନତି ବୋଲି ଖ୍ୟାତ ହେଉଥିଲ, Ver Capítuloଓଡିଆ ବାଇବେଲ11 ଅତଏବ ତୁମ୍ଭେମାନେ ପୁର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୂଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ, Ver Capítuloପବିତ୍ର ବାଇବଲ (CL) NT (BSI)11 ନିଜର ଅତୀତ ଅବସ୍ଥା ସ୍ମରଣ କର: ଜାତିରେ ତୁମ୍ଭେମାନେ ଅଣଇହୁଦୀ ଥିଲ, ନିଜକୁ “ସୁନ୍ନତ୍” ବୋଲାଉଥିବା ଇହୁଦୀମାନେ ତୁମ୍ଭମାନଙ୍କୁ “ଅସୁନ୍ନତ୍” କହନ୍ତି। (ଏହା କେବଳ ଏକ ଶାରୀରିକ ଅବସ୍ଥାକୁ ବୁଝାଏ।) Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ, Ver Capítulo |