ଏଫିସୀୟ 3:10 - ପବିତ୍ର ବାଇବଲ10 ମଣ୍ଡଳୀ ଦ୍ୱାରା ପରମେଶ୍ୱରଙ୍କ ବହୁବିଧ ଜ୍ଞାନ, ସ୍ୱର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ୟକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ୱରଙ୍କର ଉଦ୍ଦେଶ୍ୟ ଥିଲା। ସେମାନେ ମଣ୍ଡଳୀ ଯୋଗୁଁ ଏହା ଜାଣି ପାରିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, Ver Capítuloଓଡିଆ ବାଇବେଲ10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, Ver Capítuloପବିତ୍ର ବାଇବଲ (CL) NT (BSI)10 ଯେପରି ବର୍ତ୍ତମାନ ସମୟରେ ଖ୍ରୀଷ୍ଟୀୟ ମଣ୍ଡଳୀର କାର୍ଯ୍ୟ ଦ୍ୱାରା ସ୍ୱର୍ଗୀୟ ଅଧିପତି ଓ ଶକ୍ତିମାନେ ଈଶ୍ୱରଙ୍କ ବହୁବିଧ ଜ୍ଞାନ ସମ୍ପର୍କରେ ସମୃକ୍ ବୁଝିପାରିବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, Ver Capítulo |