ଏଫିସୀୟ 5:8 - ପବିତ୍ର ବାଇବଲ8 ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର। Ver Capítuloପବିତ୍ର ବାଇବଲ (Re-edited) - (BSI)8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର, Ver Capítuloଓଡିଆ ବାଇବେଲ8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର, Ver Capítuloପବିତ୍ର ବାଇବଲ (CL) NT (BSI)8 ତୁମ୍ଭେମାନେ ନିଜେ ଦିନେ ଅନ୍ଧକାରରେ ଥିଲ। କିନ୍ତୁ ବର୍ତ୍ତମାନ ପ୍ରଭୁଙ୍କ ଲୋକ ହୋଇଥିବାରୁ ତୁମ୍ଭେମାନେ ଆଲୋକରେ ରହିଛ। ତେଣୁ ତୁମ୍ଭେମାନେ ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର, Ver Capítulo |