ଏଫିସୀୟ 6:14 - ପବିତ୍ର ବାଇବଲ14 ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଅତଏବ, ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତାରୂପ ଉରସ୍ତ୍ରାଣ ପରିଧାନ କର, Ver Capítuloଓଡିଆ ବାଇବେଲ14 ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଉରସ୍ତ୍ରାଣ ପରିଧାନ କର, Ver Capítuloପବିତ୍ର ବାଇବଲ (CL) NT (BSI)14 ତେଣୁ ସତ୍ୟରୂପ କଟିବନ୍ଧ, ଧାର୍ମିକତାର ଉରସ୍ତ୍ରାଣ ଓ Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର, Ver Capítulo |