ଏଫିସୀୟ 6:8 - ପବିତ୍ର ବାଇବଲ8 ମନେରଖ, ପ୍ରତ୍ୟେକ ବ୍ୟକ୍ତିଙ୍କୁ ସମସ୍ତ ଉତ୍ତମ କାର୍ଯ୍ୟ କରିଥିବା ହେତୁ ପରମେଶ୍ୱର ପୁରସ୍କାର ଦେବେ। ଦାସ ହେଉ କି ସ୍ୱାଧୀନ ହେଉ, ପ୍ରତ୍ୟେକ ବ୍ୟକ୍ତି ନିଜର ଉତ୍ତମ କାର୍ଯ୍ୟ ନିମନ୍ତେ ପୁରସ୍କୃତ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ଵଚ୍ଛନ୍ଦରେ ସେବା କର। Ver Capítuloଓଡିଆ ବାଇବେଲ8 ଏହା ଜାଣି ମନୁଷ୍ୟର ସେବା କଲାପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲାପରି ସ୍ୱଚ୍ଛନ୍ଦରେ ସେବା କର । Ver Capítuloପବିତ୍ର ବାଇବଲ (CL) NT (BSI)8 ମନେରଖ, ସେ କ୍ରୀତଦାସ ହେଉ ବା ସ୍ୱାଧୀନ ହେଉ - ପ୍ରଭୁ ପ୍ରତ୍ୟେକ ଲୋକକୁ ତାହାର ସତ୍କାର୍ଯ୍ୟ ନିମନ୍ତେ ପୁରସ୍କାର ଦେବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର। Ver Capítulo |