La Biblia Online

- Anuncios -




ଏଷ୍ଟର 1:5 - ପବିତ୍ର ବାଇବଲ

5 ତେଣୁ ଏସବୁ ଦିନ ପରେ ରାଜା ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ, ମାନ୍ୟଗଣ୍ୟ ଓ ସାଧାରଣ ଲୋକ ଯେଉଁମାନେ ରାଜଧାନୀ ଶୂଶ‌ନ୍‌ରେ ଉପସ୍ଥିତ ଥିଲେ। ରାଜପୁରୀସ୍ଥ ଉଦ୍ୟାନରେ ସାତ ଦିନ ପର୍ଯ୍ୟନ୍ତ ଭୋଜି ଗ୍ଭଲିଲା।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲା।

Ver Capítulo Copiar

ଓଡିଆ ବାଇବେଲ

5 ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।

Ver Capítulo Copiar




ଏଷ୍ଟର 1:5

Síguenos en:

Anuncios


Anuncios