La Biblia Online

- Anuncios -




ଯାତ୍ରା ପୁସ୍ତକ 1:19 - ପବିତ୍ର ବାଇବଲ

19 ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିଶରୀୟ ସ୍ତ୍ରୀମାନଙ୍କଠାରୁ ବଳିଷ୍ଠା। ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରି ସାରିଥା’ନ୍ତି।”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।

Ver Capítulo Copiar

ଓଡିଆ ବାଇବେଲ

19 ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହଁନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”

Ver Capítulo Copiar




ଯାତ୍ରା ପୁସ୍ତକ 1:19

Síguenos en:

Anuncios


Anuncios