ଯାତ୍ରା ପୁସ୍ତକ 1:8 - ପବିତ୍ର ବାଇବଲ8 ଏହା ପରେ ଜଣେ ନୂତନ ରାଜା ମିଶରରେ ରାଜତ୍ୱ କଲେ। ସେହି ରାଜା ଯୋଷେଫଙ୍କୁ ଜାଣି ନ ଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ। Ver Capítuloଓଡିଆ ବାଇବେଲ8 ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ। Ver Capítulo |