ଯାତ୍ରା ପୁସ୍ତକ 40:31 - ପବିତ୍ର ବାଇବଲ31 ଏହା ପରେ ମୋଶା ଏବଂ ହାରୋଣ ଓ ତାଙ୍କର ପୁତ୍ରଗଣ ନିଜ ନିଜ ହସ୍ତପଦ ପ୍ରକ୍ଷାଳନ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)31 ତହିଁରେ ମୋଶା ଓ ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ। Ver Capítuloଓଡିଆ ବାଇବେଲ31 ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ। Ver Capítulo |