ଯାତ୍ରା ପୁସ୍ତକ 40:38 - ପବିତ୍ର ବାଇବଲ38 ତେଣୁ ସଦାପ୍ରଭୁଙ୍କର ମେଘ ଦିନବେଳେ ପବିତ୍ର ତମ୍ବୁ ଉପରେ ରହିଲା। ରାତ୍ର ସମୟରେ ସେହି ମେଘରେ ଅଗ୍ନି ଦେଖାଗଲା। ତେଣୁ ଇସ୍ରାଏଲର ସମସ୍ତ ଲୋକେ ଯେତେବେଳେ ସେମାନେ ଯାତ୍ରା କଲେ, ମେଘ ଦେଖି ପାରିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)38 କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା। Ver Capítuloଓଡିଆ ବାଇବେଲ38 କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା। Ver Capítulo |