La Biblia Online

- Anuncios -




ଯାତ୍ରା ପୁସ୍ତକ 40:4 - ପବିତ୍ର ବାଇବଲ

4 ଏହା ପରେ ମେଜ ଭିତରକୁ ଆଣି ତହିଁର ସମସ୍ତ ଦ୍ରବ୍ୟମାନ ସଜାଇ ରଖ। ଦୀପରୁଖା ଆଣ ଏବଂ ସମସ୍ତ ଦ୍ୱୀପଗୁଡ଼ିକ ଜାଳିବା ପାଇଁ ରଖ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ।

Ver Capítulo Copiar

ଓଡିଆ ବାଇବେଲ

4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।

Ver Capítulo Copiar




ଯାତ୍ରା ପୁସ୍ତକ 40:4

Síguenos en:

Anuncios


Anuncios