ଆଦି ପୁସ୍ତକ 1:8 - ପବିତ୍ର ବାଇବଲ8 ପରମେଶ୍ୱର ସେହି ତୋରଣର ନାମ ଦେଲେ “ଆକାଶ” ତା'ପରେ ସେଠାରେ ପ୍ରଭାତ ଏବଂ ସୂର୍ଯ୍ୟାସ୍ତ ହେଲା। ଏବଂ ଏହା ଦ୍ୱିତୀୟ ଦିନ ଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଆଉ ପରମେଶ୍ଵର ସେହି ଶୂନ୍ୟର ନାମ ଆକାଶମଣ୍ତଳ ଦେଲେ। ପୁଣି ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ଵିତୀୟ ଦିବସ ହେଲା। Ver Capítuloଓଡିଆ ବାଇବେଲ8 ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। Ver Capítulo |