La Biblia Online

- Anuncios -




ଏବ୍ରୀ 1:4 - ପବିତ୍ର ବାଇବଲ

4 ପରମେଶ୍ୱର ତାହାଙ୍କୁ ସମସ୍ତ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେକୌଣସି ସ୍ୱର୍ଗଦୂତଙ୍କଠାରୁ ମଧ୍ୟ ଅଧିକ ମହାନ୍ ହୋଇଅଛନ୍ତି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

4 ସେ ଯେଉଁ ପରିମାଣରେ ସ୍ଵର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।

Ver Capítulo Copiar

ଓଡିଆ ବାଇବେଲ

4 ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

4 ସେ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଯେପରି ଶ୍ରେଷ୍ଠ, ତାଙ୍କର ନାମ ମଧ୍ୟ ସେହିପରି ସେମାନଙ୍କ ନାମ ଅପେକ୍ଷା ମହତ୍ତର,

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।

Ver Capítulo Copiar




ଏବ୍ରୀ 1:4

Síguenos en:

Anuncios


Anuncios