ଏବ୍ରୀ 13:10 - ପବିତ୍ର ବାଇବଲ10 ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁରେ ସେବା କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ଯେଉଁ ଯଜ୍ଞ ବେଦିର ସାମଗ୍ରୀ ତମ୍ଵୁର ଉପାସକ-ମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ଯଜ୍ଞବେଦି ଅଛି। Ver Capítuloଓଡିଆ ବାଇବେଲ10 ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି । Ver Capítuloପବିତ୍ର ବାଇବଲ (CL) NT (BSI)10 ଆମ୍ଭମାନଙ୍କର ଯେଉଁ ଦିବ୍ୟ ବେଦୀ ଅଛି, ସେଥିରେ ଥିବା ନୈବେଦ୍ୟ ଭୋଜନ କରିବାକୁ ଇହୁଦୀ ମହାଯାଜକମାନଙ୍କର ଅଧିକାର ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି। Ver Capítulo |