ଏବ୍ରୀ 13:12 - ପବିତ୍ର ବାଇବଲ12 ସେହିଭଳି ଯୀଶୁ ମଧ୍ୟ ସହର ବାହାରେ ଯାତନା ପାଇଲେ। ନିଜ ରକ୍ତ ଦ୍ୱାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ଵାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ଵାରର ବାହାରେ ମୃତ୍ୟୁଭୋଗ କଲେ। Ver Capítuloଓଡିଆ ବାଇବେଲ12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ । Ver Capítuloପବିତ୍ର ବାଇବଲ (CL) NT (BSI)12 ସେହିପରି ଯୀଶୁ ମଧ୍ୟ ନିଜ ରକ୍ତ ଦ୍ୱାରା ଲୋକମାନଙ୍କୁ ପାପରୁ ପରିଶୁଦ୍ଧ କରିବାପାଇଁ ନଗର ବାହାରେ ମୃତ୍ୟୁ ଭୋଗ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ। Ver Capítulo |