La Biblia Online

- Anuncios -




ଏବ୍ରୀ 13:20 - ପବିତ୍ର ବାଇବଲ

20-21 ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

20 ଯେଉଁ ଶାନ୍ତିଦାତା ଈଶ୍ଵର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;

Ver Capítulo Copiar

ଓଡିଆ ବାଇବେଲ

20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

20-21 ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;

Ver Capítulo Copiar




ଏବ୍ରୀ 13:20

Síguenos en:

Anuncios


Anuncios