ଏବ୍ରୀ 13:3 - ପବିତ୍ର ବାଇବଲ3 ବନ୍ଦୀଘରେ ଥିବା ସେହି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭେମାନେ ନିଜେ ମଧ୍ୟ ବନ୍ଦୀଘରେ ଥିବା ଭଳି ସେମାନଙ୍କୁ ମନେରଖ। ଯେଉଁମାନେ ଯାତନା ପାଉଛନ୍ତି, ସେମାନଙ୍କୁ ମଧ୍ୟ ଭୁଲ୍ ନାହିଁ। ମନେରଖ ଯେ, ତୁମ୍ଭେମାନେ ମଧ୍ୟ ସେମାନଙ୍କ ସ୍ଥାନରେ ଭବିଷ୍ୟତରେ ରହିପାର। Ver Capítuloପବିତ୍ର ବାଇବଲ (Re-edited) - (BSI)3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ଵରୂପେ ଜ୍ଞାନ କରି ପୁଣି ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର। Ver Capítuloଓଡିଆ ବାଇବେଲ3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର । Ver Capítuloପବିତ୍ର ବାଇବଲ (CL) NT (BSI)3 କାରାଗାରରେ ଥିବା ଲୋକମାନଙ୍କ ସହିତ ତୁମେ ନିଜେ କାରାବାସ ଭୋଗ କରୁଥିବା ପରି ଭାବି ସେମାନଙ୍କୁ ସ୍ମରଣ କର। ଦୁଃଖ କ୍ଳେଶ ଭୋଗ କରୁଥିବା ଲୋକମାନଙ୍କ ସହିତ ସମଦୁଃଖ ଅନୁଭବ କରି ସେମାନଙ୍କୁ ସ୍ମରଣ କର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର। Ver Capítulo |