ଏବ୍ରୀ 13:7 - ପବିତ୍ର ବାଇବଲ7 ତୁମ୍ଭେମାନେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସେମାନେ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସେମାନେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ୟୁ ଭୋଗ କଲେ ତାହା ମନେ ପକାଅ, ଏବଂ ସେମାନଙ୍କର ବିଶ୍ୱାସର ଉଦାହରଣକୁ ଅନୁସରଣ କର। Ver Capítuloପବିତ୍ର ବାଇବଲ (Re-edited) - (BSI)7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ଵାସର ଅନୁକାରୀ ହୁଅ। Ver Capítuloଓଡିଆ ବାଇବେଲ7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ । Ver Capítuloପବିତ୍ର ବାଇବଲ (CL) NT (BSI)7 ଯେଉଁ ନେତାମାନେ ପୂର୍ବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାର୍ତ୍ତା ଶୁଣାଇ ଥିଲେ, ସେମାନଙ୍କୁ ସ୍ମରଣ କର। ସେମାନଙ୍କର ଜୀବନ ତଥା ମୃତ୍ୟୁ କି ପ୍ରକାର ଥିଲା, ତାହା ସ୍ମରଣ କରି ସେମାନଙ୍କର ବିଶ୍ୱାସକୁ ନିଜ ଜୀବନରେ ରୂପାୟିତ କର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ। Ver Capítulo |