ଏବ୍ରୀ 13:8 - ପବିତ୍ର ବାଇବଲ8 ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଚିରକାଳ ସମାନ ଅଟନ୍ତି। Ver Capítuloଓଡିଆ ବାଇବେଲ8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି । Ver Capítuloପବିତ୍ର ବାଇବଲ (CL) NT (BSI)8 ଯୀଶୁ ଖ୍ରୀଷ୍ଟ ଗତ କାଲି, ଆଜି ଓ ଚିରକାଳ ସମଭାବରେ ବିଦ୍ୟମାନ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି। Ver Capítulo |