ଯିଶାଇୟ 1:17 - ପବିତ୍ର ବାଇବଲ17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ୟାୟ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ୟକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାଯ୍ୟ କର। ବିଧବାମାନଙ୍କୁ ସାହାଯ୍ୟ କର।” Ver Capítuloପବିତ୍ର ବାଇବଲ (Re-edited) - (BSI)17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର। Ver Capítuloଓଡିଆ ବାଇବେଲ17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” Ver Capítulo |