ଯିଶାଇୟ 1:29 - ପବିତ୍ର ବାଇବଲ29 ତୁମ୍ଭେମାନେ ପୂଜା କରିବାକୁ ବାଛିଥିବା ଅଲୋନଗଛ ଓ ସ୍ୱତନ୍ତ୍ର ବଗିଗ୍ଭ ପାଇଁ ଭବିଷ୍ୟତରେ ଲୋକମାନେ ଲଜ୍ଜିତ ହେବେ। Ver Capítuloପବିତ୍ର ବାଇବଲ (Re-edited) - (BSI)29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Ver Capítuloଓଡିଆ ବାଇବେଲ29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Ver Capítulo |