ଯିଶାଇୟ 66:24 - ପବିତ୍ର ବାଇବଲ24 “ପୁଣି ସେମାନେ ବାହାରେ ଯାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସେମାନଙ୍କର କୀଟ ମରିବ ନାହିଁ କିମ୍ବା ସେମାନଙ୍କର ଅଗ୍ନି ନିର୍ବାପିତ ହେବ ନାହିଁ। ଆଉ ମଧ୍ୟ ସେମାନେ ସମସ୍ତେ ମର୍ତ୍ତ୍ୟର ଘୃଣାର ପାତ୍ର ହେବେ।” Ver Capítuloପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ। Ver Capítuloଓଡିଆ ବାଇବେଲ24 “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।” Ver Capítulo |