ଯାକୁବଙ୍କ ପତ୍ର 1:12 - ପବିତ୍ର ବାଇବଲ12 ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ। Ver Capítuloଓଡିଆ ବାଇବେଲ12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ । Ver Capítuloପବିତ୍ର ବାଇବଲ (CL) NT (BSI)12 ଯେଉଁ ବ୍ୟକ୍ତି ଦୁଃଖକଷ୍ଟରେ ସହିଷ୍ଣୁ ରହେ, ସେ ଧନ୍ୟ; କାରଣ ଏଭଳି ପରୀକ୍ଷଶରେ ଜୟଯୁକ୍ତ ହେଲେ, ଈଶ୍ୱର ତାଙ୍କ ଭକ୍ତମାନଙ୍କୁ ଯେଉଁ ଜୀବନ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି, ସେ ତାହା ପୁସ୍କାର ସ୍ୱରୂପ ପାଇବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ। Ver Capítulo |