ଯିରିମୀୟ 11:21 - ପବିତ୍ର ବାଇବଲ21 ଅନାଥୋତର ଲୋକମାନେ ଯିରିମିୟଙ୍କୁ ହତ୍ୟା କରିବାକୁ ଯୋଜନା କରୁଥିଲେ। ସେହି ଲୋକମାନେ ଯିରିମିୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର ନାହିଁ, କଲେ ଆମ୍ଭେମାନେ ତୁମ୍ଭକୁ ହତ୍ୟା କରିବୁ।” ତେଣୁ ସଦାପ୍ରଭୁ ସେମାନଙ୍କ ବିଷୟରେ ଏକ ସିଦ୍ଧାନ୍ତ ନେଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)21 ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ଵେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ Ver Capítuloଓଡିଆ ବାଇବେଲ21 ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହେତୁ “ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; Ver Capítulo |