ଯିରିମୀୟ 12:13 - ପବିତ୍ର ବାଇବଲ13 ସେମାନେ ଗହମ ବୁଣି କଣ୍ଟା ଅମଳ କରିଛନ୍ତି। ସେମାନେ ବହୁ ପରିଶ୍ରମ କରି ମଧ୍ୟ କିଛି ଫଳ ପାଇ ନାହାନ୍ତି। ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ଯୋଗୁଁ ସେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବେ।” Ver Capítuloପବିତ୍ର ବାଇବଲ (Re-edited) - (BSI)13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ। Ver Capítuloଓଡିଆ ବାଇବେଲ13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।” Ver Capítulo |