ଯିରିମୀୟ 13:17 - ପବିତ୍ର ବାଇବଲ17 କିନ୍ତୁ ଯଦି ତୁମ୍ଭେମାନେ ଏ କଥା ନ ଶୁଣ, ତୁମ୍ଭେମାନେ ଅହଙ୍କାରୀ ବୋଲି ମୁଁ ଚୁପ୍ଗ୍ଭପ୍ କାନ୍ଦିବି। ମୁଁ ମଧ୍ୟ ଜୋର୍ରେ କାନ୍ଦିବି ଏବଂ ମୋର ଚକ୍ଷୁ ଅଶ୍ରୁରେ ପୂର୍ଣ୍ଣ ହେବ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହୋଇଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)17 ମାତ୍ର ଯେବେ ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବହାଇବ। Ver Capítuloଓଡିଆ ବାଇବେଲ17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ। Ver Capítulo |