ଯିରିମୀୟ 17:7 - ପବିତ୍ର ବାଇବଲ7 “ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ। Ver Capítuloପବିତ୍ର ବାଇବଲ (Re-edited) - (BSI)7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ। Ver Capítuloଓଡିଆ ବାଇବେଲ7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। Ver Capítulo |