ଯିରିମୀୟ 19:2 - ପବିତ୍ର ବାଇବଲ2 ଆଉ ଲୋକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସେମାନଙ୍କୁ ନେଇ ହାର୍ଶିତ୍ ଫାଟକ ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିଯାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସେହି ସ୍ଥାନରେ ପ୍ରଗ୍ଭର କର। Ver Capítuloପବିତ୍ର ବାଇବଲ (Re-edited) - (BSI)2 ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Ver Capítuloଓଡିଆ ବାଇବେଲ2 ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Ver Capítulo |