ଯିରିମୀୟ 3:20 - ପବିତ୍ର ବାଇବଲ20 ସଦାପ୍ରଭୁ କହନ୍ତି, ଯେପରି କୌଣସି ସ୍ତ୍ରୀ ନିଜ ସ୍ୱାମୀ ପ୍ରତି ବିଶ୍ୱାସଘାତକତା କରି ପରିତ୍ୟାଗ କରେ, ତୁମ୍ଭେ ଇସ୍ରାଏଲ ସେହିପରି ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛ। Ver Capítuloପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ଵାସଘାତକତାପୂର୍ବକ ଆପଣା ସ୍ଵାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ଵାସଘାତକତା କରିଅଛ। Ver Capítuloଓଡିଆ ବାଇବେଲ20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।” Ver Capítulo |