La Biblia Online

- Anuncios -




ଯିରିମୀୟ 36:15 - ପବିତ୍ର ବାଇବଲ

15 ତା'ପରେ ସେହି ଅଧିପତିଗଣ ବାରୂକକୁ କହିଲେ, “ଏଠାରେ ବସ, ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତେଣୁ ବାରୂକ ସେମାନଙ୍କ ସମ୍ବନ୍ଧରେ ତାହା ପାଠ କଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ସେମାନେ ତାହାକୁକହିଲେ, ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର। ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।

Ver Capítulo Copiar

ଓଡିଆ ବାଇବେଲ

15 ତହିଁରେ ସେମାନେ ତାହାକୁ କହିଲେ, “ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ସେମାନେ ତାହାକୁ କହିଲେ, “ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।

Ver Capítulo Copiar




ଯିରିମୀୟ 36:15

Síguenos en:

Anuncios


Anuncios