ଯିରିମୀୟ 37:17 - ପବିତ୍ର ବାଇବଲ17 ତାହାପରେ ସିଦିକିୟ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହରେ ଗୋପନରେ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ଯିରିମିୟ ଉତ୍ତର କଲେ, “ହଁ, ସଦାପ୍ରଭୁଙ୍କଠାରୁ ବାର୍ତ୍ତା ଆସିଅଛି। ଆଉ ତୁମ୍ଭେ ବାବିଲ ରାଜା ହସ୍ତରେ ସମର୍ପିତ ହେବ।” Ver Capítuloପବିତ୍ର ବାଇବଲ (Re-edited) - (BSI)17 ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି? ତହିଁରେ ଯିରିମୀୟ କହିଲେ, ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲ-ରାଜାର ହସ୍ତରେ ସମର୍ପିତ ହେବେ। Ver Capítuloଓଡିଆ ବାଇବେଲ17 ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି ?” ତହିଁରେ ଯିରିମୀୟ କହିଲେ, “ଆସିଅଛି।” ସେ ଆହୁରି କହିଲେ, “ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।” Ver Capítulo |